Budha Sankhari MCQs

1. ଶଙ୍ଖା ଦେଖିବାକୁ କିଏ ଡାକୁଛନ୍ତି ବୋଲି ଦାସୀ ବୁଢ଼ାକୁ କହିଲା?

(A) ଶାଶୂ ସାଆନ୍ତାଣୀ
(B) ବୋହୂ ସାଆନ୍ତାଣୀ
(C) ଜେମାରାଣୀ
(D) ସମସ୍ତେ

Answer: (B) ବୋହୂ ସାଆନ୍ତାଣୀ

2. ବୋହୂଟି _________________ ପରି ଗୋରା।

(A) ଚମ୍ପାଫୁଲ
(B) ଟଗର ଫୁଲ
(C) ମଲ୍ଲୀଫୁଲ
(D) ପଦ୍ମଫୁଲ

Answer: (A) ଚମ୍ପାଫୁଲ

3. ବୋହୂଟିର ଦେହଟି ________________ ଗଢ଼ା।

(A) କଞ୍ଚାସୁନାରେ
(B) ଗୋଟିଏ ଚାଉଳରେ
(C) ନବରତ୍ନରେ
(D) ମଣିମାଣିକ୍ୟରେ

Answer: (B) ଗୋଟିଏ ଚାଉଳରେ

4. କ’ଣ ବୋଲି ଡାକି ଦେବାମାତ୍ରେ ବୁଢ଼ାର ଛାତି କୁଣ୍ଢେମୋଟ ହୋଇଗଲା?

(A) ଝିଅ ବୋଲି
(B) ମା’ ବୋଲି
(C) ବୋହୂ ବୋଲି
(D) ଭଉଣୀ ବୋଲି

Answer: (B) ମା’ ବୋଲି

5. ବୋହୂଟି ବୁଢ଼ାକୁ କେଉଁ ଶଙ୍ଖା ବିଷୟରେ ପଚାରିଥିଲା?

(A) ରଙ୍ଗଝିଲିରି
(B) ବଉଳମାଳିଆ
(C) ଚୂନଟିପି
(D) ଆସ୍‌ମାନତାରା

Answer: (D) ଆସ୍‌ମାନତାରା

6. ବୋହୂଟି ଲାଜ କରିବାରୁ ଶଙ୍ଖାରି ବୁଢ଼ା କ’ଣ କହିଲା?

(A) ଓ ମୁଁ ପରା ତୋର ବାପା
(B) ମୁଁ ପରା ତୋର ଶଶୁର
(C) ମୁଁ ପରା ତୋର ଭାଇ
(D) ମୁଁ ପରା ତୋର ପୁଅ

Answer: (D) ମୁଁ ପରା ତୋର ପୁଅ

7. ଶଙ୍ଖାରି ବୁଢ଼ା ବୋହୂକୁ ହାତ ବଢ଼ାଇଦେବାକୁ କାହିଁକି କହିଲା?

(A) ହାତ ଦେଖିବାକୁ
(B) ଶଙ୍ଖା କାଛିବାକୁ
(C) ହାତମାପ ନେବାକୁ
(D) ମୁଦି ପିନ୍ଧେଇବାକୁ

Answer: (B) ଶଙ୍ଖା କାଛିବାକୁ

8. ତାର ମା’ର କେଉଁ ଶଙ୍ଖା ଉପରକୁ ମନ ବୋଲି ବୁଢ଼ାଟି ଭାବିଲା?

(A) ଚୂନଟିପି
(B) ବିଛାମାଳିଆ
(C) ବଉଳଫୁଲିଆ
(D) ଆସ୍‌ମାନ୍‌ତାରା

Answer: (D) ଆସ୍‌ମାନ୍‌ତାରା

9. କେଉଁ ଦିନ ଶଙ୍ଖାରି ବୁଢ଼ା ତା’ ମାଆ ପାଇଁ ଆସ୍‌ମାନ୍‌ତାରା ଶଙ୍ଖା ଆଣିବ ବୋଲି ସ୍ଥିର କଲା?

(A) ମକର ସଂକ୍ରାନ୍ତି
(B) ରଜ ସଂକ୍ରାନ୍ତି
(C) ପଣା ସଂକ୍ରାନ୍ତି
(D) ଧନୁ ସଂକ୍ରାନ୍ତି

Answer: (B) ରଜ ସଂକ୍ରାନ୍ତି

10. ରୋଜ ରୋଜ ପାଣିପିଆ, ବାଟଚଲା ଯୋଗୁଁ ବୁଢ଼ାର କ’ଣ ହେଲା?

(A) ଗୋଡ଼ ଭାଙ୍ଗିଗଲା
(B) ଥଣ୍ଡା
(C) ଜ୍ୱର ହେଲା
(D) ହାଡ଼ ଭାଙ୍ଗିଗଲା

Answer: (C) ଜ୍ୱର ହେଲା

11. ‘ବୁଢ଼ା ଶଙ୍ଖାରି’ ଗଳ୍ପର ରଚୟିତା କିଏ?

(A) ସୁରେନ୍ଦ୍ର ମହାନ୍ତି
(B) ଲକ୍ଷ୍ମୀକାନ୍ତ ମହାପାତ୍ର
(C) ଅଳମୋହନ ପଟ୍ଟନାୟକ
(D) ରାଜକିଶୋର ରାୟ

Answer: (B) ଲକ୍ଷ୍ମୀକାନ୍ତ ମହାପାତ୍ର

12. ଶଙ୍ଖାରି ବୁଢ଼ା କେଉଁ ସମୟରେ ଗାଁ ମଝିରେ ଯାଉଥିଲା?

(A) ସଞ୍ଜବେଳେ
(B) ଉଦୁଉଦିଆ ଖରାବେଳେ
(C) ପ୍ରାତଃ ସମୟରେ
(D) ଅପରାହ୍ନରେ

Answer: (B) ଉଦୁଉଦିଆ ଖରାବେଳେ

13. ବୁଢ଼ା ମୁଣ୍ଡରେ କ’ଣ ଧରିଥିଲା?

(A) ବୋଝ
(B) ଗଣ୍ଠିଲି
(C) ଟୋକେଇ
(D) କାଠ

Answer: (C) ଟୋକେଇ

14. ବୋହୂଟି ପ୍ରଥମେ ଶଙ୍ଖା ପିନ୍ଧିବାକୁ ହାତ ବଢ଼େଇ ନଥିଲା କାହିଁକି?

(A) ଭୟରେ
(B) ଲଜ୍ଜାହେତୁ
(C) ଅପସନ୍ଦ ହେବାରୁ
(D) ଶାଶୂଙ୍କ ସମ୍ମତି ନଥିବାରୁ

Answer: (B) ଲଜ୍ଜାହେତୁ

15. ଶଙ୍ଖା ପିନ୍ଧେଇ ସାରି ବୁଢ଼ା ଦାମ୍ ନେଲାନାହିଁ କାହିଁକି?

(A) ବୋହୂଟିକୁ ମା’ ବୋଲି ଡାକିଥିବାରୁ
(B) ଦାମ୍ କମ୍ ଥିବାରୁ
(C) ଟଙ୍କାର ଆବଶ୍ୟକତା ନଥିବାରୁ
(D) ଏଥି ମଧ୍ୟରୁ କେଉଁଟି ନୁହେଁ

Answer: (A) ବୋହୂଟିକୁ ମା’ ବୋଲି ଡାକିଥିବାରୁ

16. ବୁଢ଼ା କେତେ ମାସ ଧରି ବୋହୂକୁ ଦେଖିବାକୁ ଯାଇ ପାରିନଥିଲା?

(A) ତିନି
(B) ଚାରି
(C) ଛଅ
(D) ଦୁଇ

Answer: (D) ଦୁଇ

17. ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କେଉଁ କବି ବୋଲି ସମ୍ବୋଧନ କରାଯାଏ?

(A) ପଲ୍ଲୀକବି
(B) ସବୁଜକବି
(C) କାନ୍ତକବି
(D) ବିପ୍ଳବୀ କବି

Answer: (C) କାନ୍ତକବି

18. କେଉଁ ମାସରେ ଶଙ୍ଖାରି ବୁଢ଼ା ମୁଣ୍ଡରେ ଶଙ୍ଖା ବୋଝ ଧରି ଗାଁ ଦାଣ୍ଡରେ ଯାଉଥିଲା?

(A) ବୈଶାଖ
(B) ଜ୍ୟେଷ୍ଠ
(C) ଚୈତ୍ର
(D) ଫଗୁଣ

Answer: (D) ଫଗୁଣ

19. ‘‘କିହୋ ଶଙ୍ଖାରି ପୁଅ, ଶଙ୍ଖା ଆଣିଛ କି’’– ଏକଥା କିଏ ବୁଢ଼ାକୁ ପଚାରିଲା?

(A) ଘରର ମାଲିକାଣୀ
(B) ଦାସୀ
(C) ବୋହୂ
(D) ଚାକର

Answer: (B) ଦାସୀ

20. ଦାସୀ ଶଙ୍ଖାରି ବୁଢ଼ା ପାଖରେ କ’ଣ ଆଣି ଥୋଇଦେଲା?

(A) ଗରାଏ ପାଣି
(B) ଗିଲାସେ ପାଣି
(C) ଲୋଟାଏ ପାଣି
(D) ବାଲ୍ଟିଏ ପାଣି

Answer: (C) ଲୋଟାଏ ପାଣି

21. ଗାଁ ମୁଣ୍ଡରେ ଥିବା ଘରଟି କିପରି ଘର ଥିଲା?

(A) ପକ୍କା ଘର
(B) ଛାତ ଘର
(C) ଟାଇଲି ଘର
(D) ସାତ ଶେଣିଆ ଛପର ଘର

Answer: (D) ସାତ ଶେଣିଆ ଛପର ଘର

22. ଶଙ୍ଖାରି ବୁଢ଼ା ଦାସୀକୁ କ’ଣ ମାଗିଥିଲା?

(A) ପାଣି
(B) ପାନ
(C) ପଇସା
(D) ଖାଦ୍ୟ

Answer: (A) ପାଣି

23. ଶଙ୍ଖାରି ବୁଢ଼ା ଉପରକୁ ଆକରି କିପରି ଲୋଟାଏ ପାଣି ଟେକିଦେଲା?

(A) ଥରଥର କରି
(B) ଢକଢକ କରି
(C) କୁଳୁକୁଳୁ କରି
(D) ତରତର କରି

Answer: (B) ଢକଢକ କରି